ଜାନୁଆରି ମାସରେ ହିନ୍ଦୁମାନଙ୍କ ପାଇଁ ପାକିସ୍ତାନ ଖୋଲିବ ପଞ୍ଜ ତୀର୍ଥ ମନ୍ଦିର

ଅମୃତସର: ଦେଶ ବିଭାଜନ ପରଠାରୁ ବନ୍ଦ ରହିଥିବା ଆଉ ଏକ ହିନ୍ଦୁ ମନ୍ଦିରକୁ ଭକ୍ତମାନଙ୍କ ଉଦ୍ଦେଶ୍ୟରେ ଜାନୁଆରି ମାସରେ ଖୋଲିବାକୁ ଯାଉଛି ପାକିସ୍ତାନ। ଏହା ହେଉଛି ପାକିସ୍ତାନ ଅନ୍ତର୍ଗତ ପେଶଓ୍ଵାର୍‌ର ପଞ୍ଜ ତୀର୍ଥ ମନ୍ଦିର। ଅଜ୍ଞାତବାସ କାଳରେ ପାଣ୍ଡବମାନେ ଯେଉଁ ସ୍ଥାନରେ କିଛି ସମୟ ପାଇଁ ବାସ କରିଥିଲେ ଠିକ୍‌ ସେହି ସ୍ଥାନରେ ଏହି ମନ୍ଦିରଟି ନିର୍ମାଣ ହୋଇଥିବା ବିଶ୍ୱାସ କରାଯାଏ। ଏହି ସ୍ଥାନକୁ ଖାଇବର ପଖ୍‌ତୁନ୍‌ଖ୍ଵା ପ୍ରଦେଶ ଜାତୀୟ … Continue reading ଜାନୁଆରି ମାସରେ ହିନ୍ଦୁମାନଙ୍କ ପାଇଁ ପାକିସ୍ତାନ ଖୋଲିବ ପଞ୍ଜ ତୀର୍ଥ ମନ୍ଦିର