ଅନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ଉତ୍ସବ : ମନମୋହିଲା ଓଡ଼ିଶୀ ନୃତ୍ୟାଭିନୟ

ଭୁବନେଶ୍ୱର : ରାଜ୍ୟ ପର୍ଯ୍ୟଟନ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ପକ୍ଷରୁ ଆୟୋଜିତ ‘ଅନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ଉତ୍ସବ’ର ଆଜି ଥିଲା ଚତୁର୍ଥ ଦିବସ। ପୂର୍ବାହ୍ନ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା ମାଲେସିଆରୁ ଆସିଥିବା ଗୀତା ଶଙ୍କରନ ଓ ସାଥୀଙ୍କ ଦ୍ୱାରା ଦଳଗତ ନୃତ୍ୟରୁ। ପରେ ଏକକ ନୃତ୍ୟ ପରିବେଷଣ କରିଥିଲେ ବର୍ଦ୍ଧମାନର ପ୍ରୀତି ସରକାର, ପାରଳାଖେମୁଣ୍ଡିର ବିଷ୍ଣୁପ୍ରିୟା ମଣ୍ଡଳ, ଯାଜପୁରର ଶୁଭଲକ୍ଷ୍ମୀ … Continue reading ଅନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ଉତ୍ସବ : ମନମୋହିଲା ଓଡ଼ିଶୀ ନୃତ୍ୟାଭିନୟ