ଶ୍ରୀମନ୍ଦିର ବିକାଶ ପଛରେ ନବୀନଙ୍କ ଭକ୍ତି : ନବୀନ କେମିତି ଶ୍ରୀଜଗନ୍ନାଥ ଭକ୍ତ, ବଖାଣିଲେ ପାଣ୍ଡିଆନ୍

ଭୁବନେଶ୍ୱର : ‘‘ସେଦିନ ଥିଲା ୨୦୧୬ ମସିହା ଜାନୁଆରି ପହିଲା। ସବୁ ବର୍ଷ ଭଳି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆବର୍ଷ ଅବସରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀ ଯାଉଥିଲେ। ପଛରେ ମୁଁ ବସିଥିଲି। ଗୋଟିଏ କି ଦୁଇଟି ଜାଗାରେ ମୁଖ୍ୟମନ୍ତ୍ରୀ ହୋର୍ଡିଂରେ ଲାଗିଥିବା ମହାପ୍ରଭୁଙ୍କ ଫଟୋକୁ ନମସ୍କାର କରୁଥିବା ପୂର୍ବରୁ ମୁଁ ଦେଖିଥିଲି। ଭାବୁଥିଲି, ବୋଧହୁଏ ମହାପ୍ରଭୁଙ୍କ ଉପରେ ଆଖି ପଡିଯାଇଥିବ, ଏଣୁ ମୁଖ୍ୟମନ୍ତ୍ରୀ ପ୍ରଣାମ କରୁଛନ୍ତି। କିନ୍ତୁ … Continue reading ଶ୍ରୀମନ୍ଦିର ବିକାଶ ପଛରେ ନବୀନଙ୍କ ଭକ୍ତି : ନବୀନ କେମିତି ଶ୍ରୀଜଗନ୍ନାଥ ଭକ୍ତ, ବଖାଣିଲେ ପାଣ୍ଡିଆନ୍