ହରିଭାଇ କମେଡି କ୍ଲବ୍‌ ପକ୍ଷରୁ ‘ଫନ୍‌ ଆଣ୍ଡ୍‌ ଫେଲିସେସନ୍‌’ କାର୍ଯ୍ୟକ୍ରମ, ହାସ୍ୟନାଟକ ‘ଲଙ୍କେଶ୍ୱର’ରେ କମ୍ପିଲା ଉତ୍କଳ ମଣ୍ଡପ

ଭୁବନେଶ୍ୱର: ରବିବାର ସଂଧ୍ୟାରେ ଭୁବନେଶ୍ୱରର ଉତ୍କଳ ମଣ୍ଡପଠାରେ ହରିଭାଇ କମେଡି କ୍ଲବ୍‌ ପକ୍ଷରୁ ‘ଫନ୍‌ ଆଣ୍ଡ୍‌ ଫେଲିସେସନ୍‌’ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପ୍ରଜ୍ଞା ରଞ୍ଜନ ଖଟୁଆଙ୍କ ଦ୍ୱାରା ଲିଖିତ ହାସ୍ୟ ରସାତ୍ମକ ନାଟକ ‘ଲଙ୍କେଶ୍ୱର’ ପରିବେଷଣ କରାଯାଇଥିଲା। ଦୀର୍ଘ ୪ରୁ ୫ ବର୍ଷ ହେବ ହାସ୍ୟାଭିନେତା ହରିହର ମହାପାତ୍ରଙ୍କ ପ୍ରଚେଷ୍ଟାରେ ଏପରି ଏକ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ପ୍ରାୟ ୬୦ ଜଣ କଳାକାର ମିଶି ଦର୍ଶକଙ୍କ ମନୋରଞ୍ଜନ … Continue reading ହରିଭାଇ କମେଡି କ୍ଲବ୍‌ ପକ୍ଷରୁ ‘ଫନ୍‌ ଆଣ୍ଡ୍‌ ଫେଲିସେସନ୍‌’ କାର୍ଯ୍ୟକ୍ରମ, ହାସ୍ୟନାଟକ ‘ଲଙ୍କେଶ୍ୱର’ରେ କମ୍ପିଲା ଉତ୍କଳ ମଣ୍ଡପ