କୋଡ଼ିଏକୁ ବିପୁଳ ସ୍ୱାଗତ : ଜମିଲା ଜିରୋ ନାଇଟ୍‌

ଭୁବନେଶ୍ୱର: ସବୁ ଆଖି ଚାହିଁ ରହିଥିଲା ଘଣ୍ଟାକୁ। ସବୁରି ହୃଦ୍‌ସ୍ପନ୍ଦନ ତାଳ ଦେଉଥିଲା ଘଣ୍ଟା କଣ୍ଟାର ଟିକ୍‌ଟିକ୍‌ ଶବ୍ଦକୁ। ସନ୍ଧ୍ୟାରୁ ନାଚଗୀତରେ ମତୁଆଲା ମଣିଷଙ୍କୁ କ୍ଷଣେ ତା’ ସାମ୍ନାରେ ଅଟକାଇ ଦେଇଥିଲା ଅମାନିଆ ଘଡ଼ି। ଊଣେଇଶ ପୂରି ତାକୁ ୨୦ ଛୁଇଁବା ମାତ୍ରେ ହ‌‌ର୍ଷ ଉଲ୍ଲାସର ଫାଟି ପଡ଼ିଥିଲା ପଲ୍ଲୀରୁ ସହର। ନୂଆବର୍ଷକୁ ଟିକେ ନିଆରା ରୂପରେ ସ୍ୱାଗତ କରିବା ପାଇଁ କିଏ ଜିରୋ ନାଇଟ୍‌ରେ ମଜିଥିଲା ତ କିଏ … Continue reading କୋଡ଼ିଏକୁ ବିପୁଳ ସ୍ୱାଗତ : ଜମିଲା ଜିରୋ ନାଇଟ୍‌