ମାର୍କେଟ ବିଲଡିଂରେ ମୁଖାପିନ୍ଧା ଯୁବକଙ୍କ ଆତଙ୍କ ଘଟଣା:ଅଭିଯୁକ୍ତଙ୍କ ବିରୋଧରେ ଲାଗିଲା ଦଙ୍ଗା ଭଳି ସାଂଘାତିକ ଦଫା

୧୮ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଲା କମିସନରେଟ୍ ପୁଲିସ୍ ଭୁବନେଶ୍ୱର : ଜେଏନୟୁ ଶୈଳୀରେ ଭୁବନେଶ୍ୱରର ମାର୍କେଟ ବିଲଡିଂରେ ମୁଖାପିନ୍ଧା ଯୁବକଙ୍କ ଆତଙ୍କ ଘଟଣାକୁ ଗମ୍ଭୀରତାର ସହ ନେଇଛି କମିସନରେଟ୍ ପୁଲିସ୍। ସଂପୃକ୍ତ ଅଭିଯୁକ୍ତଙ୍କ ବିରୋଧରେ ଲାଗିଛି ଦଙ୍ଗା ଭଳି ସାଂଘାତିକ ଦଫା । ଏହି ସୂଚନା ଦେଇଛନ୍ତି ପୁଲିସ କମିସନର ଡ.ସୁଧାଂଶୁ ଷଡଙ୍ଗୀ । ମାର୍କେଟ ବିଲଡିଂ ଆକ୍ରମଣ ଘଟଣାରେ ୩୦ଜଣ ସଂପୃକ୍ତ ଥିଲେ, ସେମାନଙ୍କ ମଧ୍ୟରୁ ୨୧ … Continue reading ମାର୍କେଟ ବିଲଡିଂରେ ମୁଖାପିନ୍ଧା ଯୁବକଙ୍କ ଆତଙ୍କ ଘଟଣା:ଅଭିଯୁକ୍ତଙ୍କ ବିରୋଧରେ ଲାଗିଲା ଦଙ୍ଗା ଭଳି ସାଂଘାତିକ ଦଫା