ଭଙ୍ଗାହେବ ବେଆଇନ କୋଠା:କୋଚି ପରେ ଭୁବନେଶ୍ୱର ଚିନ୍ତା

ଭୁବନେଶ୍ୱର: କେରଳର କୋଚି ସମ୍ବେଦନଶୀଳ ଅଞ୍ଚଳରେ ବେଆଇନ କୋଠା ଭଙ୍ଗାଯିବା ପରେ ଏବେ ଭୁବନେଶ୍ୱର ଚିନ୍ତା। କାରଣ ରାଜଧାନୀର ଛାତି ଉପରେ ବି ବେଆଇନ୍ ଭାବେ ଛିଡ଼ା ହୋଇଛି ଏମିତି ଅନେକ ଆପାର୍ଟମେଣ୍ଟ। କ’ଣ ହେବ ସେମାନଙ୍କ ଭବିଷ୍ୟତ? ଏସବୁକୁ ବି ବିସ୍ଫୋରକ ଦ୍ୱାରା ଭାଙ୍ଗିବ କି ବିଡିଏ? ଏହାକୁ ନେଇ ବିଲଡରଙ୍କ ଛାତିରେ ଛନକା ପଶିଛି। ବିଶାଲ ଦେବ ବିଡିଏର ଉପାଧ୍ୟକ୍ଷ ଥିବା ସମୟରେ ସହରର ଛୋଟ ବଡ଼ … Continue reading ଭଙ୍ଗାହେବ ବେଆଇନ କୋଠା:କୋଚି ପରେ ଭୁବନେଶ୍ୱର ଚିନ୍ତା