ଆସନ୍ତାକାଲିଠାରୁ ସାଇବାବାଙ୍କ ପୀଠ ମହାରାଷ୍ଟ୍ରର ଶିରିଡ଼ି ଅନିର୍ଦ୍ଧିଷ୍ଟ କାଳ ଲାଗି ବନ୍ଦ

ମୁମ୍ବାଇ: ଆସନ୍ତାକାଲିଠାରୁ ସାଇବାବାଙ୍କ ପୀଠ ମହାରାଷ୍ଟ୍ରର ଶିରିଡ଼ିରେ ଅନିର୍ଦ୍ଧିଷ୍ଟ କାଳ ଲାଗି ବନ୍ଦର ଡାକରା ଦିଆଯାଇଛି। ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ମରାଠାବାଡ଼ସ୍ଥିତ ପାଥରୀକୁ ସାଇବାବାଙ୍କ ଜନ୍ମଭୂମି କହିବା ସଙ୍ଗେ ସଙ୍ଗେ ଏହାର ବିକାଶ ପାଇଁ ୧୦୦ କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା କରିବାପରେ ରାଜ୍ୟରେ ଏହି ନୂଆ ବିବାଦ ଦେଖାଯାଇଛି । ଏହାକୁ ବିରୋଧ କରି ମନ୍ଦିର ଟ୍ରଷ୍ଟ୍ ପକ୍ଷରୁ ଏଭଳି ସୂଚନା ଦିଆଯାଇଛି। ମହାରାଷ୍ଟ୍ର ସରକାରଙ୍କ ଦ୍ୱାରା … Continue reading ଆସନ୍ତାକାଲିଠାରୁ ସାଇବାବାଙ୍କ ପୀଠ ମହାରାଷ୍ଟ୍ରର ଶିରିଡ଼ି ଅନିର୍ଦ୍ଧିଷ୍ଟ କାଳ ଲାଗି ବନ୍ଦ