ବିଶ୍ୱରେ ପ୍ରଥମ: ବାଘ ଗୋଡ଼ରେ କୃତ୍ରିମ ପାଦ

ନାଗପୁର: ଶନିବାର ଦିନ ଅସ୍ତ୍ରୋପଚାର କରାଯାଇ ନାଗପୁରର ୯ ବର୍ଷିୟ ବାଘ ସାହେବରାଓ ବାମ ପଟ ଆଗ ଗୋଡ଼ରେ କୃତ୍ରିମ ପାଦ ଲଗାଯିବ। ବିଶ୍ୱର ପ୍ରଥମ ବୋଲି କୁହାଯାଉଥିବା ଏହି ଅସ୍ତ୍ରୋପଚାରେ ଅସ୍ଥିଶଲ୍ୟ ସର୍ଜନ୍‌ ଶୁଶ୍ରୁତ ବାଭୁଲ୍‌କର, ପ୍ରାଣୀ ଚିକିତ୍ସକ ଶିରିଷ ଉପାଧ୍ୟାୟ, ମହାରାଷ୍ଟ୍ର ପ୍ରାଣୀ ଓ ମତ୍ସ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟର ଡାକ୍ତରୀ କର୍ମଚାରୀ, ଆଇଆଇଟି-ବମ୍ବେର ବନ୍ୟପ୍ରାଣୀ ଗବେଷଣା ଓ ତାଲିମ କେନ୍ଦ୍ରର ବିଶେଷଜ୍ଞ ଏବଂ ଲିଡ୍‌ସ୍‌ ବିଶ୍ୱବିଦ୍ୟାଳୟର ଡାକ୍ତର … Continue reading ବିଶ୍ୱରେ ପ୍ରଥମ: ବାଘ ଗୋଡ଼ରେ କୃତ୍ରିମ ପାଦ