କଂଗ୍ରେସରେ ଭାଇରାଲ ଚିଠି…

ଭୁବନେଶ୍ୱର: ଏକ ଚିଠିକୁ ନେଇ ରାଜ୍ୟ କଂଗ୍ରେସରେ ହେବାକୁ ଥିବା ପରିବର୍ତ୍ତନର ଆଭାସ ମିଳିଛି । ସୋସିଆଲ୍ ମିଡିଆରେ ଭାଇରାଲ ହୋଇଥିବା ଏହି ଚିଠି ଓଡ଼ିଶା କଂଗ୍ରେସ ପ୍ରଭାରୀ ଜିତେନ୍ଦ୍ର ସିଂଙ୍କୁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଲେଖିଥିବା ଦେଖାଯାଇଛି | ଏହି ଚିଠିରେ କଂଗ୍ରେସର ମିଡ଼ିଆ କମିଟିର ପୁର୍ନଗଠନ ପାଇଁ ଲେଖାଯାଇଛି | ଏଥିରେ ମିଡ଼ିଆ କମିଟିର ସାଙ୍ଗଠନିକ ସ୍ତରରେ ପରିବର୍ତ୍ତନ ପାଇଁ ପିସିସି ସଭାପତି କିଛି ନାମ … Continue reading କଂଗ୍ରେସରେ ଭାଇରାଲ ଚିଠି…