ଷ୍ଟେସନ୍‌ରୁ ଶିଶୁପୁତ୍ର ନିଖୋଜ ଘଟଣା : ଅପହରଣକାରୀ ମହିଳା ଗିରଫ

ଭୁବନେଶ୍ୱର : ମାଷ୍ଟରକ୍ୟାଣ୍ଟିନ୍‌ ଛକରୁ ନିଖୋଜ ବିହାରୀ ଶିଶୁପୁତ୍ର ଉଦ୍ଧାର ହେବା ପରେ ଖାରବେଳନଗର ଥାନା ପୁଲିସ ଆଜି ଅପହର୍ତ୍ତାକୁ ଗୋଳନ୍ଥରାରୁ ଗିରଫ କରିଛି। ସେ ହେଲେ, ଜିତା ପାଲ୍‌। ଘର ଗଂଜାମ ଜିଲ୍ଲା ଗୋଳନ୍ଥରା ଗ୍ରାମରେ। ଗୋଳନ୍ଥରା ପୁଲିସ ଗତକାଲି ଅପହର୍ତ୍ତା ମହିଳାଙ୍କୁ ଥାନାରେ ଅଟକ ରଖିଥିଲା। ଖାରବେଳନଗର ଥାନା ପୁଲିସର ଏକ ସ୍ବତନ୍ତ୍ର ଟିମ୍‌ ଆଜି ତାଙ୍କୁ ସେଠାରୁ ଗିରଫ କରି ଭୁବନେଶ୍ୱର ଆଣିବା ପରେ କୋର୍ଟଚାଲାଣ … Continue reading ଷ୍ଟେସନ୍‌ରୁ ଶିଶୁପୁତ୍ର ନିଖୋଜ ଘଟଣା : ଅପହରଣକାରୀ ମହିଳା ଗିରଫ