ଲଦାଖର୧୭ ହଜାର ଫୁଟ ଉଚ୍ଚତାରେ ଯବାନ ଉଡ଼ାଇଲେ ତ୍ରିରଙ୍ଗା

ଲଦାଖ: ଦେଶପ୍ରେମ ସାମ୍ନାରେ ହାର ମାନିଲା ପ୍ରବଳ ଥଣ୍ଡା | ମାଇନସ ୨୦ ଡିଗ୍ରୀ ତାପମାତ୍ରାରେ ଲଦାଖରେ ଆଜି ଯବାନମାନେ ତ୍ରିରଙ୍ଗା ଉଡ଼ାଇ ସାଧାରଣତନ୍ତ୍ର ଦିବସକୁ ଧୂମଧାମରେ ପାଳନ କରିଛନ୍ତି । ଦେଶବ୍ୟାପୀ ଉତ୍ସାହ ଓ ଉଦ୍ଦୀପନାର ସହ ସାଧାରଣତନ୍ତ୍ର ଦିବସ ପାଳନ ହେଉଥିବା ବେଳେ ଭାରତୀୟ ସେନାର ଯବାନ ମାନେ ୧୭ ହଜାର ଫୁଟ ଉଚ୍ଚରେ ଲଦାଖରେ ତ୍ରିରଙ୍ଗା ଉଡ଼ାଇଛନ୍ତି । ଭାରତ-ତିବ୍ବତ ସୀମା ପୁଲିସ (ଆଇଟିବିପି)ର ଯବାନମାନେ … Continue reading ଲଦାଖର୧୭ ହଜାର ଫୁଟ ଉଚ୍ଚତାରେ ଯବାନ ଉଡ଼ାଇଲେ ତ୍ରିରଙ୍ଗା