ଆରମ୍ଭ ହେଲା କୁକୁଡ଼ା ମରା ଅଭିଯାନ:୧୨ଟି ରାପିଡ୍‌ ରେସ୍‌ପନ୍ସ ଟିମ୍‌ ମାରୁଛନ୍ତି କୁକୁଡ଼ା

ଭୁବନେଶ୍ୱର: ବାର୍ଡ ଫ୍ଲୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ମଙ୍ଗଳବାରଠାରୁ ଓୟୁଏଟିରେ କୁକୁଡ଼ା ମରା ଅଭିଯାନ ଆରମ୍ଭ ହୋଇଛି । କୁକୁଡ଼ା ମରା ଓ ରୋଗ ନିୟନ୍ତ୍ରଣ କରିବା ପାଇଁ ସରକାରଙ୍କ ପକ୍ଷରୁ ୧୨ଟି ତ୍ୱରିତ କାର୍ଯ୍ୟକାରୀ ଦଳ(ରାପିଡ ରେସ୍‌ପନ୍ସ ଟିମ୍‌) ଗଠନ କରାଯାଇଛି। ସେଥିମଧ୍ୟରୁ ୭ଟି ଦଳ କୁକୁଡ଼ା ମରା କାର୍ଯ୍ୟରେ ନିୟୋଜିତ ହେବାକୁ ଥିବାବେଳେ ଅନ୍ୟ ୫ଟି ଦଳ ନିରୀକ୍ଷଣ ଅଞ୍ଚଳରେ ରୋଗ ନିୟନ୍ତ୍ରଣ କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି … Continue reading ଆରମ୍ଭ ହେଲା କୁକୁଡ଼ା ମରା ଅଭିଯାନ:୧୨ଟି ରାପିଡ୍‌ ରେସ୍‌ପନ୍ସ ଟିମ୍‌ ମାରୁଛନ୍ତି କୁକୁଡ଼ା