କ‌ରୋନା ଭାଇରସ୍‌ : ୩୦ ରାଷ୍ଟ୍ର ପାଇଁ ବଡ଼ ବିପଦ

ଚୀନ୍‌ରେ ମୃତ୍ୟୁସଂଖ୍ୟା ୧୩୨, ୬୦୫୫ ଭାଇରସ୍‌ ଆକ୍ରାନ୍ତ; କେରଳରେ ୬୩୩ ଜଣ ସ୍ବତନ୍ତ୍ର ନିରୀକ୍ଷଣ ବ୍ୟବସ୍ଥାରେ ନୂଆଦିଲ୍ଲୀ : ବିଶ୍ୱବ୍ୟାପୀ ଆତଙ୍କ ଖେଳାଇ ଦେଇଥିବା କରୋନା ଭାଇରସ୍‌ ଚୀନ୍‌ରେ ୧୩୨ ଜଣଙ୍କ ଜୀବନ ନେଲାଣି। ଆହୁରି ୬,୦୫୫ ଜଣ ଭାଇରସ୍‌ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଅନେକ ବିଦେଶୀ ନାଗରିକ ମଧ୍ୟ ଅଛନ୍ତି। ଏବେ ପ୍ରାୟ ୧୫ଟି ରାଷ୍ଟ୍ରକୁ କରୋନା ଭାଇରସ୍‌ ବ୍ୟାପିଥିବା ବେଳେ ଭାରତ ସମେତ ୩୦ ରାଷ୍ଟ୍ରରେ … Continue reading କ‌ରୋନା ଭାଇରସ୍‌ : ୩୦ ରାଷ୍ଟ୍ର ପାଇଁ ବଡ଼ ବିପଦ