୩ ଦଳିତ ମହିଳାଙ୍କୁ ଗଣଦୁଷ୍କର୍ମ ଘଟଣା: ବରଗଡ଼ ଏସ୍‌ଡିପିଓଙ୍କୁ ବ୍ୟକ୍ତିଗତ ହାଜର ନିର୍ଦ୍ଦେଶ

ଭୁବନେଶ୍ୱର: ବରଗଡ଼ ଜିଲ୍ଲା ଭେଡେନ୍ ଥାନା ରୂପାପଲ୍ଲୀ ଗାଁରେ ହୋଇଥିବା ତିନି ଦଳିତ ମହିଳାଙ୍କୁ ଗଣଦୁଷ୍କର୍ମ ଓ ଦୁଇ ଜଣଙ୍କୁ ହତ୍ୟା ଅଭିଯୋଗ ମାମଲାର ତଦନ୍ତରେ ଅହେତୁକ ବିଳମ୍ବ ଓ ଶିଥିଳତାକୁ ନେଇ ପୁଲିସ ଉପରେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି ରାଜ୍ୟ ମାନବାଧିକାର କମିସନ। ନିଜ ଜୀବନ ବିପଦରେ ଥିବା ଦର୍ଶାଇ ପୀଡ଼ିତାଙ୍କ ଆବେଦନକୁ ଗ୍ରହଣ କରି ତାଙ୍କ ପରିବାରକୁ ସୁରକ୍ଷା ଯୋଗାଇଦେବା ପାଇଁ କମିସନ୍‌ ନିର୍ଦ୍ଦେଶ ଦେଇଛନ୍ତି। … Continue reading ୩ ଦଳିତ ମହିଳାଙ୍କୁ ଗଣଦୁଷ୍କର୍ମ ଘଟଣା: ବରଗଡ଼ ଏସ୍‌ଡିପିଓଙ୍କୁ ବ୍ୟକ୍ତିଗତ ହାଜର ନିର୍ଦ୍ଦେଶ