ଶୋଭନୀୟ ପ୍ଲେ ସ୍କୁଲର ୧୭ତମ ବାର୍ଷିକ ଉତ୍ସବ

ଭୁବନେଶ୍ୱର : ପୋଖରୀପୁଟ ସ୍ଥିତ ଶୋଭନୀୟ ପ୍ଲେ ସ୍କୁଲର ୧୭ତମ ବାର୍ଷିକ ଉତ୍ସବ ଗତକାଲି ଜୟଦେବ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଶିକ୍ଷାବିତ ପ୍ରଫେସର ଡ ବାସୁଦେବ ଛାଟୋଇ କହିଥିଲେ ଛାତ୍ରଛାତ୍ରୀମାନେ ଦେଶର ଭବିଷ୍ୟତ। ତେଣୁ ତାଙ୍କୁ ପ୍ରଥମରୁ ଉଚିତ ଶିକ୍ଷା ସଂସ୍କାର ପାଳନ କରିବା ପାଇଁ ପିତାମାତାମାନେ ଯତ୍ନବାନ ହେବ ଉଚିତ । ସମ୍ମାନିତ ଅତିଥି ଭାବେ ଶ୍ରୀମତୀ ନିବେଦିତା ଆଚାର୍ଯ୍ୟ ଯୋଗଦେଇ … Continue reading ଶୋଭନୀୟ ପ୍ଲେ ସ୍କୁଲର ୧୭ତମ ବାର୍ଷିକ ଉତ୍ସବ