ରାସ୍ତାରେ ଲାଗିବ ସ୍ପାଇକ୍ ବ୍ୟାରିୟର : ରଙ୍ଗରୁଟ୍‌ରେ ଗଲେ ଲିକ୍‌ ହୋଇଯିବ ଚକା

ଭୁବନେଶ୍ୱର: ନୂଆ ନୂଆ ଆଇନ ଲାଗୁ କରାଯିବା ସହ ଅଧିକ ଜରିମାନା ସତ୍ତ୍ୱେ ଲୋକେ ସୁଧୁରୁନାହାନ୍ତି। ବିଶେଷକରି ରଙ୍ଗ୍‌ ସାଇଡ୍‌ରେ ଗାଡ଼ି ଚାଳନା ଯୋଗୁ ଅଧିକାଂଶ ଦୁର୍ଘଟଣା ଘଟୁଛି। ଏଣିକି ଅମାନିଆ ଗାଡ଼ି ଚାଳକଙ୍କୁ ସାବାଡ୍‌ କରିବାକୁ କମିଶନରେଟ ପୋଲିସ କଡ଼ା ଆଭିମୁଖ୍ୟ ଗ୍ରହଣ କରିବାକୁ ଯାଉଛି। ରଙ୍ଗ୍‌ ସାଇଡ୍‌ରେ ଗାଡି ଚଲାଇଲେ ଗାଡ଼ି ଚକାରେ କଣା ହୋଇଯିବ। ଏଥିପାଇଁ ଦେଶ ବିଦେଶରେ ବ୍ୟବହୃତ ‘ସ୍ପାଇକ ବ୍ୟାରିୟର’ ବା ଟାୟାର … Continue reading ରାସ୍ତାରେ ଲାଗିବ ସ୍ପାଇକ୍ ବ୍ୟାରିୟର : ରଙ୍ଗରୁଟ୍‌ରେ ଗଲେ ଲିକ୍‌ ହୋଇଯିବ ଚକା