ଆଜି ଉଦ୍‌ଘାଟନ ହେବ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ପ୍ରଦର୍ଶନୀ, ୧୭ ଦେଶର ୪୮ଟି ଚଳଚ୍ଚିତ୍ର ପ୍ରଦର୍ଶିତ ହେବ

ଭୁବନେଶ୍ୱର: କଳା ଓ କଳାକାରଙ୍କ ଉପରେ ଆୟୋଜିତ ହୋଇ ଆସୁଥିବା ଜେଡି ସେଣ୍ଟର ଅଫ୍‌ ଆର୍ଟ‌୍ସ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ପ୍ରଦର୍ଶନ ଆସନ୍ତା ୮ ଓ ୯ ତାରିଖ ଦୁଇଦିନ ଧରି ଇଡ୍‌କଲ ପ୍ରେକ୍ଷାଳୟରେ ଅନୁଷ୍ଠିତ ହେବ। ଏହି ଅବସରରେ ଚଳିତ ବର୍ଷ ୧୭ଟି ଦେଶର ୪୮ଟି ଚଳଚ୍ଚିତ୍ର ଦେଖିବାର ସୁଯୋଗ ମିଳିବ। ଏଥି‌ମଧ୍ୟରେ ଓଡ଼ିଆ ଓ ଓଡ଼ିଶା ସଂକ୍ରାନ୍ତ ୧୨ଟି ଚଳଚ୍ଚିତ୍ର ଦେଖିବାର ସୁ‌ଯୋଗ ମିଳିବ। ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ … Continue reading ଆଜି ଉଦ୍‌ଘାଟନ ହେବ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ପ୍ରଦର୍ଶନୀ, ୧୭ ଦେଶର ୪୮ଟି ଚଳଚ୍ଚିତ୍ର ପ୍ରଦର୍ଶିତ ହେବ