ସରଳ ହେବ ଜମିର କିସମ ପରିବର୍ତ୍ତନ

ଭୁବନେଶ୍ୱର: କିସମ ପରିବର୍ତ୍ତନ ସରଳ ହେବ। ଲୋକମାନେ ଯେପରି କିସମ ପରିବର୍ତ୍ତନ କରିବା ସହ ନିଜର ସ୍ବତ୍ତ୍ୱ ଶୀଘ୍ର ପାଇ ପାରିବେ ସେ ନେଇ ପଦକ୍ଷେପ ନିଆଯିବ। ସାମାଜିକ-ଅର୍ଥନୈତିକ ଦୃଶ୍ୟପଟରେ ବଦଳୁଥିବାରୁ ରାଜସ୍ଵ ବିଭାଗର ଏହି ପୁରୁଣା ବ୍ୟବସ୍ଥାରେ ବ୍ୟାପକ ପରିବର୍ତ୍ତନର ଆବଶ୍ୟକତା ରହିଛି ବୋଲି ରାଜସ୍ଵ ପର୍ଷଦ ସଦସ୍ୟ ସିଜେ ବେଣୁଗୋପାଳ କହିଛନ୍ତି। ଗୁରୁବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଅସୀତ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ … Continue reading ସରଳ ହେବ ଜମିର କିସମ ପରିବର୍ତ୍ତନ