ବିଏମ୍‌ସିପାଇଁ ଟିକସ ଆଦାୟ କଲେ କିନ୍ନର : ୨ଜଣଙ୍କଠାରୁ ୬୬ ହଜାର ଟଙ୍କା

ଭୁବନେଶ୍ୱର: କିନ୍ନରମାନେ ଆଜିଠାରୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ବକେୟା ହୋଲ୍ଡିଂ ଟିକସ ଆଦାୟ ଆରମ୍ଭ କରିଛନ୍ତି। ଟିକସ ଆଦାୟ କରିବାର ନୂଆ ରଣନୀତି ଭାବେ ଟି.ଜି. ସ୍ୱୀକୃତି ଏସ୍‌ଏଚ୍‌ଜି ଗୋଷ୍ଠୀକୁ ଏକ ବୁଝାମଣାପତ୍ର ମାଧ୍ୟମରେ ଦାୟିତ୍ୱ ଦିଆଯାଇଥିଲା ବେଳେ ଆଜି ଏହି କାର୍ଯ୍ୟର ଶୁଭାରମ୍ଭ ହୋଇଛି। ବିଏମ୍‌ସି କାର୍ଯ୍ୟାଳୟ ପ୍ରାଙ୍ଗଣରେ ଆଜି ଏହାର ଶୁଭାରମ୍ଭ ହୋଇଥିଲା। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର … Continue reading ବିଏମ୍‌ସିପାଇଁ ଟିକସ ଆଦାୟ କଲେ କିନ୍ନର : ୨ଜଣଙ୍କଠାରୁ ୬୬ ହଜାର ଟଙ୍କା