ଲିଙ୍ଗରାଜ ମନ୍ଦିରରେ ପାନପିକ ମନା:ନିୟମ କଡ଼ାକଡ଼ି ପାଳନ ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

ପୁରୁଣା ଭୁବନେଶ୍ୱର: ଶ୍ରୀଲିଙ୍ଗରାଜ ମନ୍ଦିରରେ ପାନପିକ ନ ପକାଇବା ନିୟମ ଏଣିକି କଡ଼ାକଡ଼ି ପାଳନ କରାଯିବ। ମହାଶିବରାତ୍ରି ଉପଲକ୍ଷେ ଶୁକ୍ରବାର ଅନୁଷ୍ଠିତ ସମନ୍ୱୟ ବୈଠକରେ ଜିଲ୍ଲାପାଳ ତଥା ମନ୍ଦିର ଟ୍ରଷ୍ଟ ବୋର୍ଡ ସଭାପତି ସୀତାଂଶୁ କୁମାର ରାଉତ ଏଭଳି ନିର୍ଦ୍ଦେଶ ଦେଇଛନ୍ତି। ସୂଚନା ଅନୁଯାୟୀ, ଶ୍ରୀଲିଙ୍ଗରାଜ ମନ୍ଦିରରେ ପାନପିକ ନ ପକାଇବା ପାଇଁ ନିୟମ ଗତ ଜାନୁଆରି ୧୫ ତାରିଖରୁ କଡ଼ାକଡ଼ି ଭାବେ ପାଳନ କରାଯିବ ବୋଲି ମନ୍ଦିର ପ୍ରଶାସନ … Continue reading ଲିଙ୍ଗରାଜ ମନ୍ଦିରରେ ପାନପିକ ମନା:ନିୟମ କଡ଼ାକଡ଼ି ପାଳନ ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ