ମା’ ଓ ଝିଅଙ୍କ ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ଅଭିଯୋଗରେ ରାଜ୍ୟ ପଣ୍ୟଗାର ନିଗମର ଅଧ୍ୟକ୍ଷ ଅନୁପ କୁମାର ସାଏ ଗିରଫ

ଝାରସୁଗୁଡ଼ା: ରାଜ୍ୟ ପଣ୍ୟଗାର ନିଗମର ଅଧ୍ୟକ୍ଷ ତଥା ବ୍ରଜରାଜ ନଗରର ପୂର୍ବତନ ବିଧାୟକ ଅନୁପ କୁମାର ସାଏଙ୍କୁ ଛତିଶଗଡ଼ ପୁଲିସ୍ ଗିରଫ କରିଥିବା ଜଣାଯାଇଛି। ମିଳିଥିବା ସୂଚନା ଅନୁସାରେ ଛତିଶଗଡ଼ର ରାୟଗଡ଼ ଜିଲ୍ଲାର ଚକ୍ରଧରନଗର ଥାନା ପୁଲିସ୍ ଗତକାଲି ରାତି ପ୍ରାୟ ୯ଟା ୨୩ ମିନିଟ୍ ସମୟରେ ବ୍ରଜରାଜ ନଗରର ଶିରିଡ଼ିସାଇ ମନ୍ଦିର ନିକଟରୁ ଅନୁପ କୁମାର ସାଏଙ୍କୁ ଉଠାଇ ନେଇଥିଲା। ଅନୁପଙ୍କୁ ଏକ ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ଅଭିଯୋଗରେ … Continue reading ମା’ ଓ ଝିଅଙ୍କ ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ଅଭିଯୋଗରେ ରାଜ୍ୟ ପଣ୍ୟଗାର ନିଗମର ଅଧ୍ୟକ୍ଷ ଅନୁପ କୁମାର ସାଏ ଗିରଫ