ବିଏମ୍‌ସି ନିୟମକୁ ଫୁ’ : ଉଚ୍ଛେଦ ପରେ ପୁଣି ଦଖଲ

ଭୁବନେଶ୍ୱର: ବିଏମ୍‌ସି ଓ ବିଡିଏର ଉଚ୍ଛେଦକାରୀ ଅଧିକାରୀଙ୍କ ଉପରେ ଲୋକ ହସିଲେଣି। କାରଣ ଯେଉଁଦିନ ଉଚ୍ଛେଦକାରୀ ଟିମ୍‌ ଜେସିବି ଲଗାଇ ଦୋକାନ ଭାଙ୍ଗିଲେ ବୋଲି କହୁଛନ୍ତି, ତା’ ପରଦିନ ସେଠାରେ ପୁଣି ଦୋକାନ ଗଢ଼ା ହେଉଛି। ବିଏମ୍‌ସି ଓ ବିଡିଏ ଅଧିକାରୀଙ୍କୁ ଖୋଲା ଚ୍ୟାଲେଞ୍ଜ୍ ଦେଇ ପ୍ରତି ଅଞ୍ଚଳରେ ଏମିତି ଉଚ୍ଛେଦ ପରଦିନ ପୁଣି ଦୋକାନ ବସୁଥିଲେ ହେଁ କର୍ତ୍ତୃପକ୍ଷ କିଛି କରି ପାରୁନାହାନ୍ତି। ଏହି ଦୁଇଟି ସଂସ୍ଥାର ଅଧିକାରୀଙ୍କ … Continue reading ବିଏମ୍‌ସି ନିୟମକୁ ଫୁ’ : ଉଚ୍ଛେଦ ପରେ ପୁଣି ଦଖଲ