ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଗାନ୍ଧୀ ଶାନ୍ତି କେନ୍ଦ୍ର ଉଦ୍‌ଘାଟିତ

ଭୁବନେଶ୍ୱର: ‘ଗାନ୍ଧୀ ଶାନ୍ତି କେନ୍ଦ୍ର’କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ଉଦ୍‌ଘାଟନ କରିଛନ୍ତି। ଗାନ୍ଧୀଜୀଙ୍କ ସମ୍ପର୍କିତ ୬ଟି ପ୍ରଦର୍ଶନୀ କକ୍ଷ ଏହା ମଧ୍ୟରେ ରହିଛି। ପ୍ରତ୍ୟେକ କକ୍ଷରେ ଡିଜିଟାଲ ପରଦା ଜରିଆରେ ଗାନ୍ଧୀଜୀଙ୍କ ସମ୍ପର୍କିତ କଥା ଓଡ଼ିଆ, ହିନ୍ଦୀ ଓ ଇଂରାଜୀରେ ଜାଣିବାର ସୁଯୋଗ ମିଳୁଛି। ଏହି ପରିସରରେ ଅହିଂସା ଗ୍ୟାଲେରି, ଏକବିଂଶ ଶତାବ୍ଦୀରେ ମହାତ୍ମା, ମୋହନ ଦାସରୁ ମହାତ୍ମା, ମହାତ୍ମାରୁ ବାପୁ, ଗାନ୍ଧୀଙ୍କ ମାର୍ଗ ଓ ଶାଶ୍ୱତ ଗାନ୍ଧୀ … Continue reading ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଗାନ୍ଧୀ ଶାନ୍ତି କେନ୍ଦ୍ର ଉଦ୍‌ଘାଟିତ