ଶହେ କୋଟି ଖର୍ଚ୍ଚ କରି କଅଣ ପାଇଲା ଭାରତ : ସାଧାରଣ ଜନତାଙ୍କୁ ଜବାବ ଦେବେକି ମୋଦି..?

ଭୁବନେଶ୍ୱର: ଦେଶରେ ବର୍ତ୍ତମାନର ପରିପାର୍ଶ୍ଵିକ ପରିସ୍ଥିତି ଯାହା ତାହାକୁ ଅଣଦେଖା କରି କେନ୍ଦ୍ର ସରକାର ବା ମୋଦି ସରକାର ନିଜର ପ୍ରଚାର ଉଦ୍ଦେଶ୍ୟରେ ଯାହା ସବୁ କରୁଛନ୍ତି ତାହା ବଡ ଦୁର୍ଭାଗ୍ୟ ଜନକ। ଦେଶରେ ବଢୁଥିବା ବେକାରୀ ସମସ୍ୟା,କୃଷି ଓ କୃଷକ ମାନଙ୍କ କ୍ଷେତ୍ରରେ ଉପୁଜୁଥିବା ସମସ୍ୟା ,ଶିକ୍ଷା ,ସ୍ୱାସ୍ଥ୍ୟ ,ଅତ୍ୟାବଶ୍ୟକୀୟ ସାମଗ୍ରୀର ଦର ବୃଦ୍ଧି ମଧ୍ୟ ବର୍ଗିୟ ଲୋକମାନଙ୍କ ଅଣ୍ଟା ଭାଙ୍ଗୁଥିବା ବେଳେ ,ଭାରତକୁ ଆମେରିକାର ରାଷ୍ଟ୍ରପତି ଟ୍ରମ୍ପଙ୍କୁ … Continue reading ଶହେ କୋଟି ଖର୍ଚ୍ଚ କରି କଅଣ ପାଇଲା ଭାରତ : ସାଧାରଣ ଜନତାଙ୍କୁ ଜବାବ ଦେବେକି ମୋଦି..?