ଆଜି ସ୍ଥାନାନ୍ତରଣ ହୋଇପାରନ୍ତି ‘ଡାଇମଣ୍ଡ୍‌ ପ୍ରିନ୍‌ସେସ୍‌’ରେ ଥିବା ଭାରତୀୟ କ୍ରୁ’ମେମ୍ବର୍‌

ମଦୁରାଇ: ୟୋକୋହାମା ବନ୍ଦରରେ ପୃଥକ କରି ରଖାଯାଇଥିବା ବିଳାସମୟ ଜାହାଜ ‘ଡାଇମଣ୍ଡ୍‌ ପ୍ରିନ୍‌ସେସ୍‌’ରୁ ଭାରତୀୟ ପରିଚାରକମାନଙ୍କୁ (କ୍ରୁ’ ମେମ୍ବର୍ସ) ସ୍ଥାନାନ୍ତର କରାଯାଇପାରେ। ଏଥି ନିମନ୍ତେ ପ୍ରସ୍ତୁତ ରହିବାକୁ ଜାପାନସ୍ଥିତ ଭାରତୀୟ ଦୂତାବାସ ତରଫରୁ ମଙ୍ଗଳବାର ଦିନ ସେମାନଙ୍କୁ କୁହାଯାଇଛି। ଏକ ଚାଟର୍ଡ ବିମାନରେ ସେମାନଙ୍କୁ ପାଣିଜାହାଜ ‘ଡାଇମଣ୍ଡ୍‌ ପ୍ରିନ୍‌ସେସ୍‌’ରୁ ଉଦ୍ଧାର କରାଯିବ। କେତେକ ଯାତ୍ରୀ ‘କରୋନାଭାଇରସ୍‌’ ଆକ୍ରାନ୍ତ ହୋଇଥିବା କଥା ଜଣାପଡ଼ିବା ପରେ ‘ଡାଇମଣ୍ଡ୍‌ ପ୍ରିନ୍‌ସେସ୍‌’କୁ ପୃଥକ୍‌ ରଖାଯାଇଛି। ମଙ୍ଗଳବାର … Continue reading ଆଜି ସ୍ଥାନାନ୍ତରଣ ହୋଇପାରନ୍ତି ‘ଡାଇମଣ୍ଡ୍‌ ପ୍ରିନ୍‌ସେସ୍‌’ରେ ଥିବା ଭାରତୀୟ କ୍ରୁ’ମେମ୍ବର୍‌