ଶ୍ରୀମନ୍ଦିର ଯାଇ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ପୁରୀ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ଶ୍ରୀମନ୍ଦିର ଯାଇ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଶ୍ରୀଜଗନ୍ନାଥଙ୍କୁ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରି ଆଶୀର୍ବାଦ ମାଗିଥିବା ଜଣାଯାଇଛି। ଏହି ଅବସରରେ ଶ୍ରୀଶାହଙ୍କ ସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ ଓ ପ୍ରହ୍ଲାଦ ସିଂହ ପଟେଲ ମଧ୍ୟ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ଏହାଛଡ଼ା ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ଏବଂ ବିଜେପି ରାଜ୍ୟ ପ୍ରଭାରୀ ତଥା ରାଜ୍ୟସଭା ସାଂସଦ ଅରୁଣ ସିଂହ … Continue reading ଶ୍ରୀମନ୍ଦିର ଯାଇ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ