କଳାହାଣ୍ଡିରେ ହେବ ମେଡିକାଲ କଲେଜ

ଭୁବନେଶ୍ୱର: କଳାହାଣ୍ଡିରେ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ ପାଇଁ ଆଜି ବେଦାନ୍ତ ସହିତ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଡିଏମ୍‌ଇଟିର ନିର୍ଦେଶକ ପ୍ରଫେସର ସୋନାମାଲି ବାଗ୍‌ ଓ ବେଦାନ୍ତ ପକ୍ଷରୁ କର୍ପୋରେଟ୍‌ ଷ୍ଟ୍ରାଟେଜି ନିର୍ଦେଶକ ରାହୁଲ ଶର୍ମା ଏହାକୁ ସ୍ୱାକ୍ଷର କରିଛନ୍ତି। ୫ଶହ ଶଯ୍ୟା ବିଶିଷ୍ଟ ଏହି ମେଡିକାଲ କଲେଜ ଓ ହସ୍ପିଟାଲ ପାଇଁ ୧୦୦ କୋଟି ଟଙ୍କା ଖର୍ଚ କରାଯିବ। ଯାହାଫଳରେ କଳାହାଣ୍ଡି ଓ ଆଖାପାଖ … Continue reading କଳାହାଣ୍ଡିରେ ହେବ ମେଡିକାଲ କଲେଜ