ୟେସ୍‌ ବ୍ୟାଙ୍କ୍‌ ମାମଲା: ପ୍ରତିଷ୍ଠାତା ରାଣା କପୁର ଓ ଅନ୍ୟମାନଙ୍କ ସମ୍ପୃକ୍ତି ଥିବା ୭ଟି ସ୍ଥାନରେ ଚଢ଼ାଉ କଲା ସିବିଆଇ

ନୂଆଦିଲ୍ଲୀ: ୟେସ୍‌ ବ୍ୟାଙ୍କ୍‌ର ପ୍ରତିଷ୍ଠାତା ରାଣା କପୁର ଏବଂ ଅନ୍ୟମାନଙ୍କ ବିରୋଧରେ ଦିଆଯାଇଥିବା ଏଫ୍‌ଆଇଆର୍‌ ଆଧାରରେ ସୋମବାର ଦିନ ସିବିଆଇ ୭ଟି ସ୍ଥାନରେ ଚଢ଼ାଉ କରିଛି। ମୁମ୍ବାଇଠାରେ ଡିଏଚ୍‌ଏଫ୍‌ଏଲ୍‌, ଆର୍‌କେଡବ୍ଲୁ ଡେଭ୍‌ଲପର୍ସ ଏବଂ ଡୁଇଟ୍‌ ଅର୍ବାନ୍‌ ଭେଞ୍ଚର୍ସ ପ୍ରାଇଭେଟ୍‌ ଲିମିଟେଡ୍‌ ଆଦି କମ୍ପାନିର ମାଲିକାନା ସହ ସମ୍ପୃକ୍ତି ଥିବା ପ୍ରତିଷ୍ଠାନ ଓ ପ୍ରତିଷ୍ଠାତା ରାଣା କପୁରଙ୍କ ବାସଭବନରେ ଚଢ଼ାଉ ହୋଇଥିବା କଥା ବିଶେଷସୂତ୍ରରୁ ଜଣାପଡ଼ିଛି। ପ୍ରବର୍ତ୍ତନ ନିର୍ଦେଶାଳୟ ଅଧିକାରୀମାନେ ଡିଏଚ୍‌ଏଫ୍‌ଏଲ୍‌ର … Continue reading ୟେସ୍‌ ବ୍ୟାଙ୍କ୍‌ ମାମଲା: ପ୍ରତିଷ୍ଠାତା ରାଣା କପୁର ଓ ଅନ୍ୟମାନଙ୍କ ସମ୍ପୃକ୍ତି ଥିବା ୭ଟି ସ୍ଥାନରେ ଚଢ଼ାଉ କଲା ସିବିଆଇ