ସନ୍ଦିଗ୍ଧ ଆତଙ୍କବାଦୀ ଅବଦୁର ରେହମାନ୍‌ର ଭାଇଙ୍କୁ ଗୁଳିମାଡ଼

କଟକ: ସନ୍ଦିଗ୍ଧ ଆତଙ୍କବାଦୀ ଅବଦୁର ରେହମାନ୍‌ଙ୍କ ଭାଇ ତାହିରଙ୍କୁ ଗୁଳିମାଡ଼ କରିଛନ୍ତି ଦୁର୍ବୃତ୍ତ। ଜଗତପୁର ନର୍ଥ ଡିଭିଜନ୍ ଆଇବି ନିକଟରେ ଏହି ଗୁଳିମାଡ଼ ହୋଇଛି। ତାହିରଙ୍କ ଗୋଡ଼ରେ ଗୁଳି ବାଜିଛି। ତେବେ ତାଙ୍କୁ କିଏ ଗୁଳି କରିଛି, ଗୁଳିମାଡ଼ର କାରଣ କ’ଣ ସେନେଇ କିଛି ସ୍ପଷ୍ଟ ହୋଇନାହିଁ। ମିଳିଥିବା ସୂଚନା ମୁତାବକ ଟେଣ୍ଡର କାରବାରକୁ ନେଇ ଗୁଳିମାଣ୍ଡ ହୋଇଥିବା ସୂଚନା ମିଳିଛି। ତାହିରଙ୍କୁ ପ୍ରଥମେ ଗୁରୁତର ଅବସ୍ଥାରେ କଟକର ଏକ … Continue reading ସନ୍ଦିଗ୍ଧ ଆତଙ୍କବାଦୀ ଅବଦୁର ରେହମାନ୍‌ର ଭାଇଙ୍କୁ ଗୁଳିମାଡ଼