ପୁଣି ଫାଶୀ ରୋକିବା‌କୁ ଚାଲ୍ : ଦଣ୍ଡ କୋହଳ ଲାଗି ଦିଲ୍ଲୀ ଲେପ୍ଟନାଣ୍ଟ ଗଭର୍ଣ୍ଣରଙ୍କ ନିକଟରେ ପିଟିସନ୍ ଦାଖଲ୍ କଲା ନିର୍ଭୟା ଦୋଷୀ ବିନୟ

ନୂଆଦିଲ୍ଲୀ: ନିର୍ଭୟା ଗଣଦୁଷ୍କର୍ମ ଏବଂ ହତ୍ୟା ମାମଲାରେ ୪ ଦୋଷୀଙ୍କୁ ଫାଶୀରେ ଝୁଲାଇବା ଲାଗି ଚତୁର୍ଥ ଥର ପାଇଁ ଡେଥ୍ ୱାରେଣ୍ଟ ଜାରି ହୋଇଥିବା ବେଳେ, ପୁଣି ଥରେ ଫାଶୀ ଟାଳିବାକୁ ନୂଆ ଚାଲ୍ ଖେଳିଛନ୍ତି ଦୋଷୀ । ଫାଶୀ ଦଣ୍ଡରୁ ବର୍ତ୍ତିବା ପାଇଁ ଦିଲ୍ଲୀ ଉପରାଜ୍ୟପାଳଙ୍କ ଠାରେ ଅପିଲ କରିଛି ଦୋଷୀ ବିନୟ ଶର୍ମା । ଦୋଷୀ ବିନୟର ଓକିଲ ଏ.ପି.ସିଂ ଜରିଆରେ ଦିଲ୍ଲୀ ଲେପ୍ଟନାଣ୍ଟ ଗଭର୍ଣ୍ଣରଙ୍କ ନିକଟରେ … Continue reading ପୁଣି ଫାଶୀ ରୋକିବା‌କୁ ଚାଲ୍ : ଦଣ୍ଡ କୋହଳ ଲାଗି ଦିଲ୍ଲୀ ଲେପ୍ଟନାଣ୍ଟ ଗଭର୍ଣ୍ଣରଙ୍କ ନିକଟରେ ପିଟିସନ୍ ଦାଖଲ୍ କଲା ନିର୍ଭୟା ଦୋଷୀ ବିନୟ