କରୋନାକୁ ରାଜ୍ୟ ବିପର୍ଯ୍ୟୟ ଭାବେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ:ମାର୍ଚ୍ଚ ୩୧ ତାରିଖ ଯାଏଁ ସବୁ ସ୍କୁଲକଲେଜ୍ ଓ ସିନେମାହଲ୍ ବନ୍ଦ

ଭୁବନେଶ୍ୱର: କରୋନାକୁ ରୋକିବା ପାଇଁ ରାଜ୍ୟ ସରକାର ନେଇଛନ୍ତି ବଡ଼ ପଦକ୍ଷେପ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭାରେ ବିବୃତି ଦେଇ କରୋନାଭାଇରସ ସଂକ୍ରମଣକୁ ରାଜ୍ୟ ବିପର୍ଯ୍ୟୟ ଭାବେ ଘୋଷଣା କରିଛନ୍ତି। ଏଥିସହ ଏହାର ମୁକାବିଲା ଲାଗି ରାଜ୍ୟ କ୍ୟାବିନେଟ୍ ୨୦୦ କୋଟି ଟଙ୍କାର ପାଣ୍ଠି ମଞ୍ଜୁର କରିଥବା ସୂଚନା ଦେଇଛନ୍ତି। ପ୍ରତିଷେଧମୂଳକ ପଦକ୍ଷେପ ସ୍ବରୂପ ଆଜି ଠାରୁ ମାର୍ଚ୍ଚ ୩୧ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ … Continue reading କରୋନାକୁ ରାଜ୍ୟ ବିପର୍ଯ୍ୟୟ ଭାବେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ:ମାର୍ଚ୍ଚ ୩୧ ତାରିଖ ଯାଏଁ ସବୁ ସ୍କୁଲକଲେଜ୍ ଓ ସିନେମାହଲ୍ ବନ୍ଦ