କ୍ୟାପିଟାଲ ହସ୍ପିଟାଲରେ ମୋତିଆବିନ୍ଦୁ ଅସ୍ତ୍ରୋପଚାର : ଆଖି ଖୋଲିପାରୁ ନାହାନ୍ତି ମହିଳା

ଡାକ୍ତର କହିଲେ ଆଖିରୁ ଲେନ୍‌ସ ଖସି ଯାଇଛି ଭୁବନେଶ୍ୱର : ୨୦୨୨ ମସିହା ସୁଦ୍ଧା ରାଜ୍ୟ ସରକାର ରାଜ୍ୟରେ ୨୫ ପ୍ରତିଶତ ଅନ୍ଧତ୍ୱ ଦୂରୀକରଣ ଲକ୍ଷ୍ୟ ରଖିଛନ୍ତି। ଏଥିପାଇଁ ସାର୍ବଜନୀନ ଚକ୍ଷୁ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ମୋତିଆବିନ୍ଦୁ ଅସ୍ତ୍ରୋପଚାର ପାଇଁ ରଖାଯାଇଥିବା ଧାର୍ଯ୍ୟ ଲକ୍ଷ୍ୟ ହାସଲ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ମାତ୍ର କ୍ୟାପିଟାଲ ହସ୍ପିଟାଲରେ ଏହାର ବିପରୀତ ସ୍ଥିତି ଦେଖିବାକୁ ମିଳୁଛି। ମୋତିଆବିନ୍ଦୁ ଅସ୍ତ୍ରୋପଚାର କରିଥିବା ଜଣେ … Continue reading କ୍ୟାପିଟାଲ ହସ୍ପିଟାଲରେ ମୋତିଆବିନ୍ଦୁ ଅସ୍ତ୍ରୋପଚାର : ଆଖି ଖୋଲିପାରୁ ନାହାନ୍ତି ମହିଳା