ମାଜିଷ୍ଟ୍ରେଟ୍‌ ଅନୁପମା ବେହେରା ହତ୍ୟା ମାମଲା : ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

କଟକ : ବାଲେଶ୍ୱରର ମାଜିଷ୍ଟ୍ରେଟ୍‌ ଅନୁପମା ବେହେରା ହତ୍ୟାକଣ୍ଡ ମାମଲାରେ ଆଜି ରାୟ ପ୍ରକାଶ ପାଇଛି। କଟକର ପ୍ରଥମ ଅତିରିକ୍ତ ଦୌରା ଜଜ୍‌ ସଂଜୟ କୁମାର ସାହୁ ଦୁଇ ଅଭିଯୁକ୍ତ ଭାଇଙ୍କୁ ଆଇପିସିର ଦଫା ୩୦୨ ଓ ୧୨୦-ବିରେ ଦୋଷୀ ସାବ୍ୟସ୍ତ କରିଛନ୍ତି। ଦୁଇ ଭାଇ ଜ୍ୟୋତିରଂଜନ ମହାନ୍ତି ଓ ମିକି ଓରଫ୍‌ ପ୍ରିୟରଂଜନ ମହାନ୍ତିଙ୍କୁ ଆଇପିସିର ଦଫା ୩୦୨ରେ ଆଜୀବନ କାରାଦଣ୍ଡ ସହିତ ୧୦ ହଜାର ଟଙ୍କା ଲେଖାଏ … Continue reading ମାଜିଷ୍ଟ୍ରେଟ୍‌ ଅନୁପମା ବେହେରା ହତ୍ୟା ମାମଲା : ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ