ଆଜିଠାରୁ ୭ ଜଣ ଏକାଠି ହେବେ ନାହିଁ:ବଜାରରେ କେବଳ ବିକ୍ରି ହେବ ଖାଦ୍ୟ ସାମଗ୍ରୀ

ଭୁବନେଶ୍ୱର: କରୋନା ସଂକ୍ରମଣ ରୋକିବାକୁ ରାଜ୍ୟ ସରକାର ଆଜି କିଛି ନୂଆ ନିର୍ଦ୍ଦେଶନାମା ଜାରି କରିଛନ୍ତି। ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗଚୀ ନୂଆ ନିର୍ଦ୍ଦେଶନାମା ମୁତାବକ କୌଣସି ସ୍ଥାନରେ ୭ ଜଣରୁ ଅଧିକ ଏକାଠି ହେବେନାହିଁ। ସେହିପରି ସମସ୍ତ ବଜାର, ମାର୍କେଟ କମ୍ପ୍ଲେକ୍ସ ଓ ଗାଁ ହାଟରେ କେବଳ ଖାଦ୍ୟ ସାମଗ୍ରୀ ବିକ୍ରି ହେବ। ଖାଉଟି ସାମଗ୍ରୀ, ପନିପରିବା, ମାଂସ ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ପାଇଁ … Continue reading ଆଜିଠାରୁ ୭ ଜଣ ଏକାଠି ହେବେ ନାହିଁ:ବଜାରରେ କେବଳ ବିକ୍ରି ହେବ ଖାଦ୍ୟ ସାମଗ୍ରୀ