୨୨ରୁ ୨୯ ଯାଏଁ ୫ ଜିଲ୍ଲା ଓ ୮ ସହର ‘ଲକ୍ ଡାଉନ୍’ ଘୋଷଣା

ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ : ଘରେ ରହନ୍ତୁ, ସୁସ୍ଥ ରହନ୍ତୁ, ସୁରକ୍ଷିତ ରହନ୍ତୁ ଭୁବନେଶ୍ୱର: କରୋନା ଭାଇରସ ସଂକ୍ରମଣକୁ ରୋକିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନସାଧାରଣଙ୍କ ସୁରକ୍ଷା ପାଇଁ କିଛି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ବିଭିନ୍ନ ଅତ୍ୟନ୍ତ ଜରୁରୀ କାର୍ୟ୍ୟ ବ୍ୟତୀତ ବାକି ସମସ୍ତ କାର୍ୟ୍ୟ ସଂପୂର୍ଣ୍ଣ ଭାବେ ବନ୍ଦ ରହିବ। କେବଳ ଅତ୍ୟାବଶ୍ୟକୀୟ ଜିନିଷପତ୍ର ସଂଗ୍ରହ ପାଇଁ ଜନସାଧାରଣ ବାହାରକୁ ଯାଇ ପାରିବେ। … Continue reading ୨୨ରୁ ୨୯ ଯାଏଁ ୫ ଜିଲ୍ଲା ଓ ୮ ସହର ‘ଲକ୍ ଡାଉନ୍’ ଘୋଷଣା