‘କରୋନା ଭାଇରସ’ଆଗାମୀ ଦୁଇ ସପ୍ତାହ ଭାରତ ପାଇଁ ଅତି ଗୁରୁତ୍ୱପୂର୍ଣ୍ଣ:ବିଶେଷଜ୍ଞ

ନୂଆଦିଲ୍ଲୀ : ଭାରତରେ କରୋନା ଭାଇରସ ସଂକ୍ରମଣ ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥିତିରେ ପହଞ୍ଚିଯାଇଛି । ଏଠାରୁ ସ୍ଥିତି ଚୀନ ପରି ନିୟନ୍ତ୍ରଣକୁ ଆସିପାରେ ଅଥବା ଇଟାଲି ପରି ନିୟନ୍ତ୍ରଣ ବାହାରକୁ ଚାଲିଯାଇପାରେ ବୋଲି ବୈଜ୍ଞାନିକମାନେ ଭବିଷ୍ୟବାଣୀ କରିଛନ୍ତି । ଏକ ଜାତୀୟ ସ୍ତରର ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁସାରେ ଭାରତ ପକ୍ଷରୁ ନିଆଯାଇଥିବା ବିଭିନ୍ନ ସତର୍କତାମୂଳକ ପଦକ୍ଷେପର ପ୍ରଭାବ ଅନୁସାରେ ସ୍ଥିତି ନିର୍ଭର କରିବ । ଏକ ଅଟକଳ ଅନୁସାରେ … Continue reading ‘କରୋନା ଭାଇରସ’ଆଗାମୀ ଦୁଇ ସପ୍ତାହ ଭାରତ ପାଇଁ ଅତି ଗୁରୁତ୍ୱପୂର୍ଣ୍ଣ:ବିଶେଷଜ୍ଞ