ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭ ଶହ ଛୁଇଁଲା, ୧୭ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୦୦ ଟପିଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ଦ୍ୱାରା ସଂଧ୍ୟା ୮ଟା ବେଳେ ଜାରି ତଥ୍ୟ ଅନୁସାରେ ଭାରତରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୯୪ ରେ ପହଞ୍ଚିଛି । ଏହା ମଧ୍ୟରୁ ୬୪୭ ଜଣ ଭାରତୀୟ ହୋଇଥିବାବେଳେ ୪୭ ଜଣ ବିଦେଶୀ ରହିଛନ୍ତି । ଏହି ରିପୋର୍ଟ ଅନୁସାରେ ଦେଶରେ ୪୫ ଜଣ କରୋନା ସଂକ୍ରମିତ ଆରୋଗ୍ୟ … Continue reading ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭ ଶହ ଛୁଇଁଲା, ୧୭ ମୃତ