ଶ୍ରମଜୀବୀଙ୍କୁ ସମୟ ଅନୁସାରେ ମଜୁରୀ ଦେବାକୁ କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ, ଶ୍ରମିକ ଓ ଛାତ୍ରଙ୍କୁ ଘର ଛାଡିବାକୁ ବାଧ୍ୟ କଲେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ: ଦେଶର ସବୁ ରାଜ୍ୟ ସହ ଜିଲ୍ଲାର ସୀମା ସିଲ କରିବାକୁ କଡା ନିର୍ଦ୍ଦେଶ ଦେବା ପରେ ପ୍ରବାସୀ ଶ୍ରମିକମାନେ ରହୁଥିବା ସ୍ଥାନରେ ସମସ୍ତ ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦେବାକୁ ରାଜ୍ୟ ସରକାରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ସରକାର । ଏଥିସହ ଶ୍ରମିକମାନଙ୍କୁ ସମୟ ଅନୁସାରେ ସେମାନଙ୍କ ମଜୁରି ଦେବାକୁ କେନ୍ଦ୍ର ନିର୍ଦ୍ଦେଶ ଦେଇଛି । ଏହି ସମୟରେ ଯଦି କୌଣସି ଛାତ୍ର ବା ଶ୍ରମିକଙ୍କୁ ଘର ଖାଲି … Continue reading ଶ୍ରମଜୀବୀଙ୍କୁ ସମୟ ଅନୁସାରେ ମଜୁରୀ ଦେବାକୁ କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ, ଶ୍ରମିକ ଓ ଛାତ୍ରଙ୍କୁ ଘର ଛାଡିବାକୁ ବାଧ୍ୟ କଲେ କାର୍ଯ୍ୟାନୁଷ୍ଠାନ