୨୦୨୧ ଜୁଲାଇ ୨୩ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ଟୋକିଓ ଅଲମ୍ପିକ୍ସ

ଟୋକିଓ : ବିଶ୍ୱର ସବୁଠାରୁ ଲୋକପ୍ରିୟ କ୍ରୀଡ଼ା ପ୍ରତିଯୋଗିତା ଅଲମ୍ପିକ୍ସ ଜାପାନର ରାଜଧାନୀ ଟୋକିଓ ସହରରେ ଆସନ୍ତା ବର୍ଷ ଜୁଲାଇ ୨୩ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଏ ସଂପର୍କରେ ଅନ୍ତର୍ଜାତୀୟ ଅଲମ୍ପିକ୍ସ କମିଟି ଓ ଜାପାନ ସରକାର ମିଳିତ ଭାବେ ନିଷ୍ପତ୍ତି ନେଇଛନ୍ତି । ୨୦୨୧ ଜୁଲାଇ ୨୩ରେ ଅଲମ୍ପିକ୍ସର ଉଦଘାଟନୀ ସମାରୋହ ଅନୁଷ୍ଠିତ ହେବ । ସେହିପରି ଅଗଷ୍ଟ ୮ରେ ଉଦଯାପନୀ ସମାରୋହ ଅନୁଷ୍ଠିତ … Continue reading ୨୦୨୧ ଜୁଲାଇ ୨୩ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ଟୋକିଓ ଅଲମ୍ପିକ୍ସ