କରୋନା ମୁକାବିଲା ବେଳେ ଆୟୁଷ ଡାକ୍ତରଙ୍କୁ ଅବହେଳା

ଆୟୁଷ ସେଲ୍‌ ବନ୍ଦ, ଦିଆଯାଉନି ବ୍ୟକ୍ତିଗତ ସୁରକ୍ଷା ଉପକରଣ ଭୁବନେଶ୍ୱର : ରାଜ୍ୟରେ କରୋନା(କୋଭିଡ-୧୯) ମୁକାବିଲାରେ ଏକପ୍ରକାର ଅବହେଳାର ଶିକାର ହୋଇଛନ୍ତି କାର୍ଯ୍ୟରତ ଆୟୁଷ ଡାକ୍ତର। ରାଜ୍ୟର ହୋମିଓପ୍ୟାଥିକ ଓ ଆୟୁର୍ବେଦିକ ଡିସ୍‌ପେନସାରିଠାରୁ ଆରମ୍ଭ କରି ଅନ୍ୟ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଆୟୁଷ ଡାକ୍ତରଙ୍କୁ ଆବଶ୍ୟକ ସୁରକ୍ଷା ଉପରକରଣ ଦିଆଯାଉ ନ ଥିବା ଅଭିଯୋଗ ହୋଇଛି। ଏପରିକି ଆୟୁଷ ସଂଘ ମଧ୍ୟ ଏ ସଂକ୍ରାନ୍ତରେ ନବନିଯୁକ୍ତ ନିର୍ଦ୍ଦେଶକଙ୍କୁ ଚିଠି ଲେଖି ଅବଗତ … Continue reading କରୋନା ମୁକାବିଲା ବେଳେ ଆୟୁଷ ଡାକ୍ତରଙ୍କୁ ଅବହେଳା