୫ମ କରୋନା ଆକ୍ରାନ୍ତଙ୍କ ପରିଚୟ ସାର୍ବଜନୀନ କଲେ ଓଡ଼ିଶା ସରକାର:ସିଲ ହେଲା ରାଜଧାନୀର ସୂର୍ଯ୍ୟନଗର ଅଞ୍ଚଳ

ଭୁବନେଶ୍ୱର: ରାଜ୍ୟ ସରକାର ୫ମ କରୋନା ଆକ୍ରାନ୍ତଙ୍କ ନାମ ଓ ଠିକଣାକୁ ସାର୍ବଜନୀନ କରିଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଭୁବନେଶ୍ୱର ମହାନଗର ନିଗମ (ବିଏମସି) କମିସନର ପ୍ରେମ ଚନ୍ଦ୍ର ଚୌଧୁରୀ କହିଛନ୍ତି, ପଞ୍ଚମ ଆକ୍ରାନ୍ତ ବ୍ୟକ୍ତିଙ୍କ ନାମ ହେଉଛି ପ୍ରଦୀପ୍ତ ଦଳବେହେରା। ସେ ରାଜଧାନୀର ସୂର୍ଯ୍ୟନଗରସ୍ଥିତ (ୟୁନିଟ-୭) ର ୩୭ ନମ୍ବର ପ୍ଲଟର ୪୬ ନମ୍ବର ୱାର୍ଡରେ ନିଜ ପରିବାର ସହ … Continue reading ୫ମ କରୋନା ଆକ୍ରାନ୍ତଙ୍କ ପରିଚୟ ସାର୍ବଜନୀନ କଲେ ଓଡ଼ିଶା ସରକାର:ସିଲ ହେଲା ରାଜଧାନୀର ସୂର୍ଯ୍ୟନଗର ଅଞ୍ଚଳ