ଲକଡାଉନକୁ ନେଇ ମୋଦୀ ସରକାରଙ୍କୁ ଟାର୍ଗେଟ କଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ: କରୋନା ସଙ୍କଟ ଏବଂ ଲକଡାଉନ ଯୋଗୁଁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗୁରୁବାର ଦିନ କଂଗ୍ରେସ ୱାର୍କିଂ କମିଟି ବୈଠକ କରିଛି। ଏହି ବୈଠକରେ କଂଗ୍ରେସର ମଧ୍ୟବର୍ତ୍ତୀକାଳୀନ ସଭାପତି ସୋନିଆ ଗାନ୍ଧୀ ମୋଦୀ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସୋନିଆ ଗାନ୍ଧୀ କହିଛନ୍ତି ଯେ ୨୧ ଦିନିଆ ତାଲାବନ୍ଦ ଆବଶ୍ୟକ, କିନ୍ତୁ ଏହା ଏକ ଯୋଜନାବଦ୍ଧ ଢଙ୍ଗରେ କାର୍ଯ୍ୟକାରୀ କରାଯାଇନାହିଁ । ଏହି ବନ୍ଦ ଯୋଗୁଁ ଲକ୍ଷ ଲକ୍ଷ ପ୍ରବାସୀ ଶ୍ରମିକଙ୍କୁ … Continue reading ଲକଡାଉନକୁ ନେଇ ମୋଦୀ ସରକାରଙ୍କୁ ଟାର୍ଗେଟ କଲେ ସୋନିଆ ଗାନ୍ଧୀ