ସୁସ୍ଥ ହେବା ପରେ ଡାକ୍ତରଖାନାରୁ ଡିସ୍‌ଚାର୍ଜ ହେଲେ ଓଡ଼ିଶାର ପ୍ରଥମ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ଓଡ଼ିଶାର ପ୍ରଥମ କରୋନା ଆକ୍ରାନ୍ତ ସୁସ୍ଥ ହେବା ପରେ ଡାକ୍ତରଖାନାରୁ ଡିସ୍‌ଚାର୍ଜ ହୋଇଥିବା ଜଣାଯାଇଛି। ତାଙ୍କର ସ୍ୱାବ୍‌ ନମୁନା ରିପୋର୍ଟ ନେଗେଟିଭ୍‌ ଆସିବା ପରେ ପ୍ରଥମ କରୋନା ଆକ୍ରାନ୍ତଙ୍କୁ କ୍ୟାପିଟାଲ ହସ୍ପିଟାଲରୁ ଡସ୍‌ଚାର୍ଜ କରାଯାଇଛି। ଏ ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। କ୍ୟାପିଟାଲ୍ ହସ୍ପିଟାଲର ମେଡିକାଲ୍ ଟିମକୁ ମଧ୍ୟ ଅଭିନନ୍ଦନ ଜଣାଇଛି ବିଭାଗ। ସୂଚନାଯୋଗ୍ୟ, … Continue reading ସୁସ୍ଥ ହେବା ପରେ ଡାକ୍ତରଖାନାରୁ ଡିସ୍‌ଚାର୍ଜ ହେଲେ ଓଡ଼ିଶାର ପ୍ରଥମ କରୋନା ଆକ୍ରାନ୍ତ