ଭାରତରେ କରୋନାଭାଇରସ୍: ୨୩୦୧ ଆକ୍ରାନ୍ତ, ୧୫୬ ସୁସ୍ଥ ଓ ୫୬ ମୃତ

ନୂଆଦିଲ୍ଲୀ: ଏପ୍ରିଲ୍ ୩ ତାରିଖ ସକାଳ ୯ଟା ସୁଦ୍ଧା ସମଗ୍ର ଦେଶରେ ୨୩୦୧ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୧୫୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଛନ୍ତି । ବାକି ୫୬ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ମୃତବ୍ୟକ୍ତିମାନଙ୍କ ମଧ୍ୟରେ … Continue reading ଭାରତରେ କରୋନାଭାଇରସ୍: ୨୩୦୧ ଆକ୍ରାନ୍ତ, ୧୫୬ ସୁସ୍ଥ ଓ ୫୬ ମୃତ