ନିଜାମୁଦ୍ଦିନ ଫେରନ୍ତା ସମସ୍ତ ବ୍ୟକ୍ତିଙ୍କୁ ଚିହ୍ନଟ ପାଇଁ ଜିଲ୍ଲାପାଳ-ଏସ୍‌ପିଙ୍କୁ ଚିଠି ଲେଖିଲେ ୫-ଟି ସଚିବ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ୫-ଟି ସଚିବ ଭିକେ ପାଣ୍ଡିଆନ ନୂଆଦିଲ୍ଲୀର ନିଜାମୁଦ୍ଦିନସ୍ଥିତ ତବଲିଗି ଜମାତ ଧାର୍ମିକ ସମାରୋହରେ ଯୋଗଦେଇଥିବା ଓଡ଼ିଶା ଫେରନ୍ତା ସମସ୍ତ ବ୍ୟକ୍ତିଙ୍କୁ ଚିହ୍ନଟ ପାଇଁ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି । ଚିଠିରେ ୫-ଟି ସଚିବ ଉଲ୍ଲେଖ କରିଛନ୍ତି ଯେ, ଜିଲ୍ଲାପାଳ ପ୍ରଶାସନ ଓ ପୁଲିସ ନିଜ ସୋର୍ସ ମାଧ୍ୟମରେ ଚିହ୍ନଟ କରନ୍ତୁ । ସେମାନଙ୍କୁ ସାହାସ ଦେବା ସହ ତଥ୍ୟ ଜଣାଇବାକୁ … Continue reading ନିଜାମୁଦ୍ଦିନ ଫେରନ୍ତା ସମସ୍ତ ବ୍ୟକ୍ତିଙ୍କୁ ଚିହ୍ନଟ ପାଇଁ ଜିଲ୍ଲାପାଳ-ଏସ୍‌ପିଙ୍କୁ ଚିଠି ଲେଖିଲେ ୫-ଟି ସଚିବ