ପୁଣି ରାଜ୍ୟରେ ୧୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨୦ରେ ପହଞ୍ଚିଲା

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦ରେ ପହଞ୍ଚିଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଭୁବନେଶ୍ୱରର ସୂର୍ଯ୍ୟନଗରରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ନିକଟ ସଂସ୍ପର୍ଶରେ ଆସିଥିବା ୭ଜଣ ଆଜି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ୭ ଜଣଙ୍କ ମଧ୍ୟରେ ଆକ୍ରାନ୍ତଙ୍କ ପତ୍ନୀ,ଝିଅ ଓ ଭଡ଼ାଟିଆ ଅଛନ୍ତି। ଫଳରେ ଆଜି ଭୁବନେଶ୍ୱରରେ ସମୁଦାୟ ୧୦ ଜଣ … Continue reading ପୁଣି ରାଜ୍ୟରେ ୧୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨୦ରେ ପହଞ୍ଚିଲା