ଭୁବନେଶ୍ୱରରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ:ଓଡ଼ିଶାର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩କୁ ବୃଦ୍ଧି

ଭୁବନେଶ୍ୱର : ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଛି। ଆଜି ଆଉ ଦୁଇ ଜଣ କରୋନା ପଜିଟିଭ୍ ଭୁବନେଶ୍ୱରରେ ଚିହ୍ନଟ ହୋଇଛନ୍ତି। ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ୭୦ ବର୍ଷ ବୟସ୍କ ବୃଦ୍ଧ ହୋଇଥିବାବେଳେ ସେ କପିଳ ପ୍ରସାଦ ହାଉସିଂ ବୋର୍ଡ କଲୋନୀ ଫେଜ-୨ ଅଞ୍ଚଳରେ ରହୁଛନ୍ତି। ସେ ଅଷ୍ଟ୍ରେଲିଆରୁ ଫେରିବା ପରେ ମାର୍ଚ୍ଚ ୨୨ରୁ ଘରେ ଏକାନ୍ତବାସରେ ରହୁଥିଲେ। ତାଙ୍କ ନମୁନା ଆଜି ପଜିଟିଭ ବାହାରିଛି। ସେହିପରି … Continue reading ଭୁବନେଶ୍ୱରରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ:ଓଡ଼ିଶାର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩କୁ ବୃଦ୍ଧି