ସତ୍ୟ ନଗର କରୋନା ଆକ୍ରାନ୍ତଙ୍କ ସଂପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଲା ବିଏମସି:ନିର୍ଦ୍ଦିଷ୍ଟ ଓମଫେଡ୍ ବୁଥକୁ ସେ ବାରମ୍ବାର ଯାଉଥିଲେ

ଭୁବନେଶ୍ୱର: ଆଜି ସକାଳେ ଭୁବନେଶ୍ୱରର ସତ୍ୟନଗରରେ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ନେଇ ବଡ଼ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ। ସତ୍ୟନଗରରୁ ଚିହ୍ନଟ ହୋଇଥିବା ୪ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ସତ୍ୟନଗରର ତୋଷାଳି ଭବନ ସମ୍ମୁଖରେ ଥିବା ଏକ ଓମଫେଡ ପାର୍ଲରକୁ ଯାଉଥି‌ଲେ ବୋଲି ବିଏମସି ସୂଚନା ଦେଇଛି। ଏହି ନିର୍ଦ୍ଦିଷ୍ଟ ପାର୍ଲରକୁ ସେ ବାରମ୍ବାର ଆସୁଥିବା ସୂଚନା ବିଏମସିକୁ ହସ୍ତଗତ ହୋଇଛି। ଏଥିସହ ସତ୍ୟନଗରର ସାଧାରଣ ବାସିନ୍ଦାଙ୍କୁ … Continue reading ସତ୍ୟ ନଗର କରୋନା ଆକ୍ରାନ୍ତଙ୍କ ସଂପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଲା ବିଏମସି:ନିର୍ଦ୍ଦିଷ୍ଟ ଓମଫେଡ୍ ବୁଥକୁ ସେ ବାରମ୍ବାର ଯାଉଥିଲେ