କଳା ବଜାରି ବିରୋଧରେ କଠୋର ଆଇନ କାର୍ଯ୍ୟକାରୀ କରିବାକୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ନିର୍ଦ୍ଦେଶ ଦେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: ଅତ୍ୟାବଶ୍ୟକ ଦ୍ରବ୍ୟକୁ ସଂଚୟ କରି ରଖିବା ସହ ଏହାର କଳା ବଜାରିରେ ଲିପ୍ତ ଥିବା ଲୋକଙ୍କୁ ଦଣ୍ଡ ଦେବା ପାଇଁ କେନ୍ଦ୍ର ସରକାର ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ଏକ କଠୋର ଆଇନ ପ୍ରଣୟନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଲକଡାଉନର ସୁବିଧା ନେଇ କିଛି ଲୋକ ଅତ୍ୟାବଶ୍ୟକ ଜିନିଷକୁ ମହଜୁଦ ରଖି କଳା ବଜାରି କରୁଥିବାରୁ କେନ୍ଦ୍ର ସରକାର ଏଭଳି ନିର୍ଦ୍ଦେଶ ଦେଇଛନ୍ତି। ଜିନିଷକୁ ମହଜୁଦ ରଖି କଳା … Continue reading କଳା ବଜାରି ବିରୋଧରେ କଠୋର ଆଇନ କାର୍ଯ୍ୟକାରୀ କରିବାକୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ନିର୍ଦ୍ଦେଶ ଦେଲେ କେନ୍ଦ୍ର ସରକାର